42 ସେଦାପ୍ରେ ବଡ୍ ରଗ୍ ତାର୍ ଲଗେ ଅନି ଦୁର୍ଅଇଲା ଆରି ସେ ସୁକଲ୍ ଅଇଗାଲା ।
ଜିସୁ ତାକେ କଇଲା, “ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।” ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
ତେଇ ସେ ତାକେ ଜିବନ୍ ଦୁକାଇଲା ଆରି ଆତ୍ ଲାମାଇ କରି ତାକେ ଚିଇକରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।”
ଆରି, ଜିସୁ ସେ ଲକ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେଇ ସେଦାପ୍ରେ କଇ ପାଟାଇଲା ।
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ ।