43 ଆରି, ଜିସୁ ସେ ଲକ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେଇ ସେଦାପ୍ରେ କଇ ପାଟାଇଲା ।
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
ସେଦାପ୍ରେ ବଡ୍ ରଗ୍ ତାର୍ ଲଗେ ଅନି ଦୁର୍ଅଇଲା ଆରି ସେ ସୁକଲ୍ ଅଇଗାଲା ।
“ଜାଗ୍ରତ୍, ମୁଇ ତକେ ସୁକଲ୍ କଲି ବଲି କାକେ ମିସା କ ନାଇ, ମାତର୍ ଜା ଆରି ନିଜେ ପୁଜାରିକେ ଦେକାଇ ଅ ଆରି ମସା ଜନ୍ ଜନ୍ ବିରୁ ପର୍ମେସର୍କେ ଦେବାକେ ଆଦେସ୍ ଦେଲାଆଚେ, ସେ ଇସାବେ ଦେସ୍ । ଏଟାର୍ ଲାଗି ତୁଇ ସୁକଲ୍ ଅଇଜାଇଆଚୁସ୍ ବଲିକରି ପୁଜାରି ସବୁଲକର୍ ମୁଆଟେ ସାକି ଦେଅ ।”
ମାତର୍ ଜିସୁ ଡୁମାମନ୍କେ ତାର୍ ବିସଇନେଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ଡାଟ୍ସଙ୍ଗ୍ ଆଦେସ୍ ଦେଇତେରଇଲା ।
ଜେନ୍ତି ଆରି, କେ ମିସା ଟକିକେ ଗଟ୍ଲା ବିସଇ ନାଜାନତ୍, ତେବର୍ ପାଇ ସେ ଟକିର୍ ଆୟାବାବାକେ ଅଦିକ୍ ଡାଟ୍ ସଙ୍ଗ୍ ଆଦେସ୍ ଦେଲା, ଆରି “ଟକିକେ କାଇଟା ଆଲେ କାଇବାକେ ଦିଆସ୍ ।” ବଲି କଇଲା ।
ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।
ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।