ମାର୍କ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ । အခန်းကိုကြည့်ပါ။ |