6 ଜଅନ୍ ଉଟର୍ ଚେଣ୍ଡିସଙ୍ଗ୍ ତିଆର୍ ଅଇଲା ଲୁଗା ପିନ୍ଦି, ପସୁ ଚାମର୍ ଆଁଟାବେଡା ଆଁଟାଇ ବାନ୍ଦି ଅଇତେରଇଲା । ତାର୍ କାଦି ଅଇଲା ଚିଟ୍କା ଆରି ବନର୍ ମୁ ।
ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।
ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ ।
ସେ ଜାନାଇକରି କଇବାର୍ ମୁଲିଆଇଲା, “ମର୍ ପଚେ ଗଟେକ୍ ବେସି ବପୁର୍ ଲକ୍ ଆଇସି, ତାର୍ ଗତିଦାଙ୍ଗ୍ଡା ଅଇକରି ତାର୍ ଗଡର୍ ପାଣ୍ଡଇ ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।