9 ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା ।
ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
ମୁଇ ତମ୍କେ ପାନିତେଇ ଡୁବନ୍ ଦେଲିନି, ମାତର୍ ସେ ତମ୍କେ ସୁକଲ୍ଆତ୍ମାଇ ଡୁବନ୍ ଦେଇସି ।”
ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।
ଜନ୍ ଲକ୍କେ ଆମେ ବାଚ୍ବୁ, ପର୍ମେସର୍ ଜିସୁକେ ଜେନ୍ତି ଜିବନ୍ କରି ଉଟାଇଲା, ସେ ବିସଇ ଆମର୍ସଙ୍ଗ୍ ସେ ସାକି ଅଇବାର୍ଆଚେ । ଜଅନ୍ ଜିସୁକେ ଡୁବନ୍ଦେଲା ବେଲେଅନି, ପର୍ମେସର୍ ଆମର୍ଟାନେଅନି ତାକେ ସର୍ଗେ ନେବା ଜାକ, ସେ ଲକ୍ ଆମର୍ ଦଲେ ରଇବାର୍ ଆଚେ ।”