13 ଗଟେକ୍ ଦିନ୍ କେତେକ୍ ଲକ୍ମନ୍ ତାକର୍ ପିଲାଟକିମନ୍କେ ଜିସୁ ଆତ୍ ସଙ୍ଗଇ ଆସିର୍ବାଦ୍ କର ବଲି ତାର୍ଲଗେ ଆନ୍ଲାଇ । ମାତର୍ ତାର୍ ସିସ୍ମନ୍ ଲକ୍ମନ୍କେ, ଦମ୍କାଲାଇ ।
ବେସି ଲକ୍ମନ୍ ତାକେ ଚିମ୍ରାଇଅଇ ରଇବାକେ କଇଲାଇ, ମାତର୍ ସେ କାଣାଲକ୍ ଅଦିକ୍ ଅଦିକ୍ ଆଉଲିଅଇକରି କଇଲା, “ଏ ଦାଉଦର୍ ପଅ ! ମକେ ଦୟା କରା ।”
ଜଅନ୍ ଜିସୁକେ କଇଲା, “ଏ ଗୁରୁ, ଗଟେକ୍ ଲକ୍ ତର୍ନାଉଁ ଦାରି ଲକ୍ମନର୍ଟାନେଅନି କାରାପ୍ ଆତ୍ମାକେ ବାର୍କରାଇ କେଦିଦେବାଟା ଆମେ ଦେକିକରି, ତାକେ ସେନ୍ତି ନ କର୍ ବଲି କଇଲୁ, କାଇକେବଇଲେ ସେ ଆମର୍ ନିଜର୍ ଲକ୍ ନଏଁ ।”