ମାର୍କ 10:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଜିସୁ ଆରି ତାର୍ ସିସ୍ମନ୍ ତେଇଅନି ବାରଇ ଜିବାବେଲେ ବାଟେ ଗଟେକ୍ ଲକ୍ ପାଲାଇ ଆସି ତାର୍ ଲଗେ କେଟ୍ଲା ଆରି ତାର୍ ମୁଆଟେ ମାଣ୍ଡିକୁଟା ଦେଇ ପାଚାର୍ଲା, “ଏ ନିମାନ୍ ଗୁରୁ, ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?” အခန်းကိုကြည့်ပါ။ |