23 ଜିସୁ ଚାରିବେଡ୍ତି ଦେକିକରି ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ପର୍ମେସରର୍ ରାଇଜେ ଜିବାଟା ବେସି କସ୍ଟ ଆଚେ ।”
“ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ ।
ମୁଇ ତମ୍କେ ସତ୍ କାତା କଇଲିନି, କେ ମିସା ଗଟେକ୍ ସାନ୍ ପିଲାର୍ ପାରା ନ ଅଇ, ପର୍ମେସରର୍ ରାଇଜ୍ ନ ନାମତ୍, ସେମନ୍ କେବେ ମିସା ତାର୍ ରାଇଜେ କେଟି ନାପାରତ୍ ।”
ଜିସୁ କଇଲା ଏ କାତା ସୁନିକରି ସେ ଲକ୍ ମୁ ସୁକାଇ କରି, ଗରେ ଉଟିଗାଲା । କାଇକେବଇଲେ ସେଲକ୍ ବେସି ସାଉକାର୍ ରଇଲା ।
ସେବେଲେ ତାକର୍ ମନ୍ ଡାଟ୍ ରଇବାଟା ଦେକିକରି ଜିସୁ ଦୁକ୍ଅଇ ରିସାସଙ୍ଗ୍, ଚାରିବେଡ୍ତି ଦେକ୍ଲା । ଆରି ସେ ଲକ୍କେ କଇଲା, “ଆତ୍ ଲାମା ।” ସେ ଲକ୍ ଆତ୍ ଲାମାଇଲା, ଆରି ତାର୍ ଆତ୍ ନିମାନ୍ ଅଇଗାଲା ।
ମାତର୍ ଜେ ଏଟା କରିରଇଲା, ତାକେ ଦେକ୍ବାକେ ସେ ଚାରିବେଡ୍ତି ଆଁକି ବୁଲାଇବାର୍ ଦାର୍ଲା ।
ସେ ଲକ୍ ମନ୍ଦୁକ୍ ଅଇଲାଟା ଦେକି ଜିସୁ ତାର୍ ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ଜିବାଟା କେଡେ କସ୍ଟର୍ ବିସଇ !
ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି ?
ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ କେବେ ନ ସାର୍ବା ରାଇଜେ ପର୍ମେସର୍ ତମ୍କେ ସାର୍ଦା ସଙ୍ଗ୍ ଡାକିନେଇସି ।