ମାର୍କ 10:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଜିସୁର୍ କାତା ସୁନିକରି ସିସ୍ମନ୍ କାବା ଅଇଗାଲାଇ । ମାତର୍ ଜିସୁ ସେମନ୍କେ ଆରିତରେକ୍ କଇଲା, “ଏ ମର୍ ପିଲାମନ୍ ପର୍ମେସରର୍ ରାଇଜେ ଜିବାଟା ଲକ୍ମନ୍କେ କେଡେକ୍ କସ୍ଟ ! အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।