27 ଜିସୁ ସେମନ୍କେ ଦେକିକରି କଇଲା, “ଏ ବିସଇ ଲକ୍ମନର୍ ଟାନେ ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।”
ଜିସୁ ସେମନର୍ ବାଟେ ଦିରେକରି ଦେକି କଇଲା, “ମୁନୁସ୍ମନର୍ଟାନେ ଏଟା ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।”
ସିସ୍ମନ୍ ଆରିତରେକ୍ ବେସି କାବା ଅଇଗାଲାଇ ଆରି ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ, “ଏନ୍ତି ବଇଲେ କେ ତେବେ ରକିଆ ପାଇସି ?”
କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ଜିସୁ କଇଲା, “ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।”
ଜେନ୍ତିକି ତାକେ ଜଗତର୍ ସବୁ ବିସଇ ସର୍ପିଅଇବାଇ, ସେନ୍ତାରି ତାର୍ଟାନେ ବପୁ ଆଚେ । ସେ ବପୁସଙ୍ଗ୍ ଆମର୍ ମର୍ବା ଗାଗଡ୍ମନ୍କେ ନୁଆ କରି ବାଦ୍ଲାଇସି । ପର୍ମେସର୍ ତାକେ ଜିବନ୍ କରି ଉଟାଇଲାବେଲେ, ସେ ଜନ୍ ମଇମାର୍ ଗାଗଡ୍ ପାଇରଇଲା, ସେନ୍ତାରି ରଇବା ମଇମାର୍ ଗାଗଡ୍ ଆମ୍କେ ମିସା ଦେଇସି ।
ଜଦି ଇସାକ୍ ମରିଗାଲେ, ପର୍ମେସର୍ ତାକେ ଜିବନ୍ କରି ଉଟାଇପାର୍ସି ବଲି ଅବ୍ରାଆମ୍ ବାବିରଇଲା । ଆରି ସେବେଲେ ସେନ୍ତାରିସେ ତାକେ ମଲାତେଇଅନି ଜିବନ୍ ଅଇକରି ପାଇଲା ପାରା ସେ ରଇଲା ।
ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ ।