ମାର୍କ 10:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି । အခန်းကိုကြည့်ပါ။ |