35 ଜେବଦି ନାଉଁର୍ ଗଟେକ୍ ଲକର୍ ପିଲାମନ୍ ଜାକୁବ୍ ଆରି ଜଅନ୍ ଜିସୁର୍ତେଇ ଆସି ତାକେ କଇଲାଇ, “ଏ ଗୁରୁ, ଆମେ ତର୍ତେଇ ଜାଇଟା ମାଙ୍ଗ୍ବୁ, ତୁଇ ସେଟା କର୍ ବଲି ଆମେ ମନ୍ କଲୁନି ।”
ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ ।
ଜିସୁ ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି ?”
ପିତର୍, ଜଅନ୍ ଆରି ଜାକୁବ୍କେ ତାର୍ ସଙ୍ଗ୍ ମିସ୍ତେ ଡାକିନେଲା । ସେ ଦୁକ୍ଅଇ କିଲ୍ବିଲ୍ ଅଇବାର୍ ବସ୍ଲା ।
ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ ।
ଚଅ ଦିନ୍ ପଚେ ଜିସୁ ପିତର୍ ଜାକୁବ୍ ଆରି ଜଅନକେ ତାର୍ ସଙ୍ଗ୍ ମିସ୍ତେ ଡାକିକରି କେ ନଇବା ଗଟେକ୍ ଡେଙ୍ଗ୍ ପର୍ବତ୍ ଉପ୍ରେ ଗାଲା । ସିତି ସେମନର୍ ମୁଆଟେ ତାର୍ ରୁପ୍ ବଦ୍ଲିଗାଲା ।