37 ସେମନ୍ ଜିସୁକେ କଇଲାଇ, “ତୁଇ ତର୍ ଡାକ୍ପୁଟା ପାଇବା ବସ୍ବା ଜାଗାଇ ବସ୍ଲା ବେଲେ ଆମର୍ ଦୁଇଲକର୍ ବିତ୍ରେ ଅନି ଗଟେକ୍ ଲକ୍କେ ତର୍ ଉଜା ବାଟେ ଆରି ଗଟେକ୍ ଲକ୍କେ ଡେବ୍ରି ବାଟେ ବସାଅ ବଲି ମନ୍ କଲୁନି ।”
ଜିସୁ ସେମନ୍କେ କଇଲା, “ଏ କାତା ସତ୍ ବଲି ଜାନ୍ସା, ଜେଡେବେଲେ ନୁଆ ଜୁଗେ ନର୍ପିଲା ମୁଇ ମର୍ ଡାକ୍ପୁଟା ଅଇବା ବସ୍ବାଟାନେ ବସ୍ବି । ମର୍ ବାର୍ଟା ସିସ୍, ତମେ ମିସା, ବାର୍ଟା ବସ୍ବାଟାନେ ବସି ଇସ୍ରାଏଲର୍ ବାର୍ଟା କୁଟୁମ୍କେ ସାସନ୍ କର୍ସା ।
ଜେଡେବେଲା ନର୍ପିଲା ମୁଇ ରାଜାଅଇ ମର୍ ସରଗର୍ ଦୁତ୍ମନର୍ ସଙ୍ଗ୍ ଆଇବି, ଆରି ମର୍ ଡାକ୍ପୁଟା ବସ୍ବା ଜାଗାଇ ବସ୍ବି,
ଜିସୁ ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି ?”
ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା ।
ପର୍ମେସର୍କେ ଚାଡିକରି ରଇବା ଏ କାରାପ୍ ଦୁନିଆଇ, ଲକ୍ମନ୍ ଜଦି ମର୍ ଲାଗି ଆରି ମର୍ କାତାର୍ ଲାଗି ଲାଜ୍ ଅଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ମିସା ମର୍ ବାବାର୍ ବେସି ଉଜଲ୍ ଆରି ଡାକ୍ପୁଟା ସଙ୍ଗ୍ ଆରି ସରଗର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇଲାବେଲେ, ସେମନ୍କେ ମର୍ଲକ୍ମନ୍ ବଲି କଇବାକେ ମୁଇ ମିସା ଲାଜ୍ ଅଇବି ।”
ଏ ସବୁ ଦୁକ୍କସ୍ଟ ପାଇଲା ପଚେସେ ପର୍ମେସର୍ ବାଚିପାଟାଇଲା କିରିସ୍ଟକେ ମଇମା ପାଇବାକେ ଅଇସି ।
କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ ।