4 ସେମନ୍ କଇଲାଇ, “ଗଟେକ୍ ମୁନୁସ୍ ତାର୍ ମାଇଜିକେ ଚାଡିଦେବାର୍ ରାଜିନାମା ପତର୍ ଲେକି ତାକେ ଦେଲାପଚେ ତାକେ ପାଟାଇଦେଇ ଅଇସି ବଲି ମସା କଇଲା ଆଚେ ।”
ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
ପାରୁସିମନ୍ ଆରି ପାଚାର୍ଲାଇ, “ସେନ୍ତାର୍ ଆଲେ ମାଇଜିକେ ରାଜିନାମା ପତର୍ ଲେକି ଚାଡି ଦେବାକେ ମସା କାଇକେ ନିୟମ୍ କଲାଆଚେ ?”
ଜିସୁ ସେମନ୍କେ କଇଲା, “ମସା ତମ୍କେ କାଇ ଆଦେସ୍ ଦେଲା ଆଚେ ?”