46 ତାର୍ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ନାଉଁର୍ ଗଡେ କେଟ୍ଲାଇ । ସେ ଗଡ୍ ଚାଡିକରି ଗାଲାବେଲେ, ତିମାୟ ନାଉଁର୍ ଲକର୍ ପିଲା ବାର୍ତିମୟ ବଲି ଗଟେକ୍ କାଣା ଲକ୍ ବାଟ୍ପାଲି ବସି ବିକ୍ ମାଙ୍ଗ୍ତେରଇଲା ।
ଚାସି ସେ ଜମିଟାନେ ବିଅନ୍ ବୁନ୍ବା ବେଲେ କେତେଟା ମୁଞ୍ଜି ମଜା ବାଟେ ଅଦର୍ଲାଜେ ସେଟା ଚଡଇମନ୍ ଆସି କାଇଦେଲାଇ ।
ତେଇ ଲାଜାର୍ ନାଉଁର୍ ଅର୍କିତ୍ ଲକ୍ ଗଟେକ୍ ରଇଲା । ତାର୍ ଗୁଲାଇ ଗାଗଡ୍ ଗାଉ ଅଇରଇଲା । ତାକେ ଆନିକରି ସାଉକାରର୍ କାପାଟ୍ ଲଗେ ଡୁଲାଇତେ ରଇଲାଇ ।
କେତେ ଦିନ୍ ଗାଲାପଚେ ସେ ଅର୍କିତ୍ ଲକ୍ ମରିଗାଲା । ଆରି ପର୍ମେସରର୍ ଦୁତ୍ମନ୍ ଆସି ତାକେ ସରଗ୍ପୁରର୍ ବଜିତେଇ ଅବ୍ରାଆମର୍ ଲଗେ ବସ୍ବାକେ ଦାରି ଗାଲାଇ । ଆରି କେତେ ଦିନ୍ ଗାଲାପଚେ ସେ ସାଉକାର୍ ମିସା ମରିଗାଲା । ତାକେ ନେଇ ତପିଦେଲାଇ ।
ଜିସୁ ଜିରିଅ ଗଡେ କେଟାକେଟି ଅଇଲାବେଲେ ଗଟେକ୍ କାଣା ବାଟ୍ପାଲି ବସି ବିକ୍ ମାଙ୍ଗ୍ତେ ରଇଲା ।
ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ବାଟେ ଜାଇତେ ରଇଲାଇ ।
କେତେକ୍ ଲକ୍ମନ୍ ଏ ଲକ୍କେ ଆଗ୍ତୁ ବିକ୍ ମାଙ୍ଗ୍ବାଟା ଦେକି ରଇଲାଇ । ସେଟାର୍ ପାଇ ଏ ଲକ୍ମନ୍ ଆରି କାଣାର୍ ଗର୍ ଲଗର୍ ଲକ୍ମନ୍ ତାକେ ଦେକି କଇଲାଇ, “ଜନ୍ ଲକ୍କି ସବୁବେଲା ବସିକରି ବିକ୍ ମାଙ୍ଗ୍ତେ ରଇଲା ସେ କାଇ ଏ ଲକ୍ ନଏଁ କି ?”