5 ଜିସୁ ସେମନ୍କେ କଇଲା, “ମସା କାଇକେ ଏନ୍ତି ଲେକିରଇଲା ବଇଲେ, ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଡାଟ୍ ରଇଲାଟା ଦେକିକରି ସେ, ଏ ଆଦେସ୍ ଲେକିଦେଲା ଆଚେ ।
ଜିସୁ କଇଲା, “ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଦୁର୍ବଲ୍ ରଇଲାଟା ଦେକି ମସା ତମର୍ ମାଇଜିମନ୍କେ ଚାଡ୍ବାକେ ରାଜି ଅଇଲା । ମାତର୍ ଆଦିପୁର୍ବେ ତିଆର୍ ଅଇଲା ବେଲେ ଏନ୍ତାରି ନିୟମ୍ ନ ରଇଲା ।
ତିପାନ୍ ଆରି କଇଲା, “ତମେ ବିଲ୍କୁଲ୍ କାତା ନ ମାନ୍ବା ଲକ୍ମନ୍ ।” ତମର୍ ମନ୍ ଡାଟ୍ ଅଇଗାଲା ଆଚେ । ମାପ୍ରୁର୍ ବାକିଅର୍ପାଇ ପୁରାପୁରୁନ୍ ବଇରା ଅଇଆଚାସ୍ । ତମେ ସମାନ୍ ତମର୍ ଆନିଦାଦିମନର୍ ପାରା । ସବୁବେଲେ ସୁକଲ୍ ଆତ୍ମାକେ ବିରୁଦ୍ କଲାସ୍ନି ।