ମାର୍କ 10:50 - ସତିଅର୍ ବାଟ୍ ନୁଆ ନିୟମ୍ 202050 କାଣା ଲକ୍ ତାର୍ ଚାଦର୍ ତେଇ ପିଙ୍ଗିଦେଇକରି ଚିକାଲ୍ନା ଡେଗଇ ଉଟ୍ଲା ଆରି ଜିସୁର୍ ଲଗେ ଗାଲା । အခန်းကိုကြည့်ပါ။ |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।