51 ଜିସୁ ତାକେ ପାଚାର୍ଲା “ମୁଇ ତର୍ପାଇ କାଇଟା କର୍ବି ବଲି ତୁଇ ମନ୍ କଲୁସ୍ନି ?” ସେ କଇଲା, “ଏ ଗୁରୁ, ମୁଇ ଜେନ୍ତିକି ଦେକି ପାର୍ବି ସେଟା ମନ୍ କଲିନି ।”
ଆଟେ ବାଟେ ଆରି ଦୁକାନେ ଲକ୍ମନ୍ ସେମନ୍କେ ମାନିକରି ଜୁଆର୍ କରତ୍ ଆରି ‘ଗୁରୁ’ ବଲି ଡାକତ୍, ଏନ୍ତାରି ସେମନ୍ ମନ୍ କର୍ବାଇ ।
ମାତର୍ ତମ୍କେ କେ ଗୁରୁ ବଲି ଡାକ୍ବାର୍ ଦର୍କାର୍ ନାଇ । କାଇକେ ବଇଲେ ସବୁ ଲକ୍ ନିଜର୍ ନିଜର୍ ବିତ୍ରେ ବାଇ, ଆରି ତମର୍ ଗୁରୁ ଗଟେକ୍ ସେ ।
ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି ।
ମାଙ୍ଗା, ତେବେ ତମ୍କେ ଦିଆଅଇସି । କଜା, ତେବେ ମିଲାଇସା, କାପାଟେ ମାରା କାପାଟ୍ ଉଗାଡି ଅଇସି ।
ଜିସୁ ପାଚାର୍ଲା, “ମୁଇ ତମର୍ ପାଇ କାଇଟା କର୍ବି ବଲି ମନ୍ କଲାସ୍ନି ?”
କାଣା ଲକ୍ ତାର୍ ଚାଦର୍ ତେଇ ପିଙ୍ଗିଦେଇକରି ଚିକାଲ୍ନା ଡେଗଇ ଉଟ୍ଲା ଆରି ଜିସୁର୍ ଲଗେ ଗାଲା ।
ଜିସୁ ତାକେ “ମରିୟମ୍ !” ବଲି ଡାକ୍ଲା । ମରିୟମ୍ ତାର୍ ବାଟେ ପାସ୍ଲି କରି “ରାବ୍ବୁନି !” ବଲି ଏବ୍ରି ବାସାଇ କଇଲା । ଏଟାର୍ ଅରତ୍ ଅଇଲାନି ଗୁରୁ ।
ସନିଅମନର୍ ମୁକିଅ ତାର୍ ଆତ୍ ଦାରିକରି ଗଟେକ୍ ପାଲିକେ ଡାକିନେଲା ଆରି ପାଚାର୍ଲା, “କାଇଟା କଇବାର୍ ଆଚେ କଅ !”
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।