6 ଜେନ୍ତି ସାସ୍ତର୍ କଇଲାନି, ପର୍ମେସର୍ ଜେଡେବେଲେ ଏ ଦୁନିଆ ତିଆର୍କଲା, ସେବେଲେ ସେ ମାଇଜିମୁନୁସ୍ କରି ତିଆର୍କଲା ଆଚେ ।
କାଇକେବଇଲେ ପର୍ମେସର୍ ଏ ଦୁନିଆ ତିଆର୍କଲା ଦିନେଅନି ଆଜିକେ ଜାକ ସେନ୍ତାରି ଦୁକ୍ କସ୍ଟ ଅଏନାଇ ଆରି ପଚେ କେବେମିସା ନ ଅଏ । ସେନ୍ତି ବେସି ଦୁକ୍ କସ୍ଟର୍ ଗଟ୍ନା ସେ ଦିନ୍ମନ୍କେ ଅଇସି ।
ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
ଆରି କିଜାଇକରି କଇବାଇ, “ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ ?” କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ ।