8 ସେ ଦୁଇଲକ୍ ଗଟେକ୍ ଅଇବାଇ, ଆରି ସେମନ୍ ଦୁଇଲକ୍ ଇସାବେ ନ ରଅତ୍, ମାତର୍ ଗଟେକ୍ ଲକ୍ ଇସାବେ ରଇବାଇ ।
ସେଟାର୍ପାଇ ପର୍ମେସର୍ ଜନ୍ ଦୁଇଲକ୍କେ ମିସାଇଆଚେ, କେ ମିସା ସେମନ୍କେ ବିନେ ନ ବେଗ୍ଲାଅତ୍ ।”
ମାତର୍ ଜେ ବେସିଆ ସଙ୍ଗ୍ ମିସ୍ସି, ସେ ତାର୍ ସଙ୍ଗ୍ ଗଟେକ୍ ଗାଗଡ୍ ଅଇସି । ଏଟା ତମେ ନାଜାନାସ୍ କି ? କାଇକେବଇଲେ ଲେକା ଅଇଆଚେ, ସେ ଦୁଇଲକ୍ ଜାକ ଗଟେକ୍ ଅଇବାଇ ।
ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।