10 ଆମର୍ ଆନିଦାଦି ଦାଉଦ୍ ରାଜାର୍ ରାଇଜ୍ ଆଇଲାନି, ତାର୍ ରାଇଜ୍ ପର୍ମେସର୍ ଆସିର୍ବାଦ୍ କର । ସର୍ଗେ ରଇବା ବାବା ପର୍ମେସର୍ ସନ୍ମାନ୍ ପାଇଲାପାରା କାତା କୁଆ” ବଲି କଇଲାଇ ।
ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜାଇତେ ରଇଲା ଲକ୍ମନ୍ ଆକ୍ମାରି କରି କଇଲାଇ, “ଦାଉଦର୍ ପଅକେ ଡାକ୍ପୁଟା କରା, ଜେ ମାପ୍ରୁର୍ ନାଉଁ ଦାରି ଆଇଲାନି ତାକେ ପର୍ମେସର୍ ଆସିର୍ବାଦ୍ କର । ପର୍ମେସରର୍ ଡାକ୍ପୁଟା କରା ।”
ଅବ୍ରାଆମ୍ ଆମର୍ ପୁର୍ବର୍ ଆନିଦାଦି ବଲି କଇଲେ ତମ୍କେ ପର୍ମେସର୍ ଦେବା ଡଣ୍ଡ୍ ନ ମିଲେ ବଲି ବାବା ନାଇ । ମୁଇ ତମ୍କେ କଇଲିନି, ପର୍ମେସର୍ ପାକ୍ନାତେଇ ଅବ୍ରାଆମର୍ ବଁସ୍ ତିଆର୍ କର୍ସି ।
“ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ, ଆରି ଦର୍ତନିଟାନେ ରଇବା ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ ସେମନ୍କେ ସାନ୍ତି ମିଲ ।”