ମାର୍କ 11:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତାର୍ପଚେ ଜିସୁ ଜିରୁସାଲାମ୍ ଆସିକରି ପର୍ମେସରର୍ ଗର୍ ବିତ୍ରେ ପୁର୍ଲା । ଆରି ଚାରିବେଡ୍ତି ରଇଲା ସବୁ ଜିନିସ୍ମନ୍ ନିମାନ୍ କରି ଦେକ୍ଲା । ସେ ବେଲା ବେସି ଅଲ୍ସମ୍ ଅଇଗାଲାଜେ, ସେ ବାର୍ଟା ସିସ୍ମନର୍ ସଙ୍ଗ୍ ବେତ୍ନିଆ ନାଉଁର୍ ଗାଏଁ ଉଟିଜାଇକରି ତେଇ ରଇଲା । အခန်းကိုကြည့်ပါ။ |