ମାର୍କ 11:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଜିସୁ ଦୁରିକେ ଅନି ବେସି ପତର୍ ରଇବା ଗଟେକ୍ ଡୁମ୍ରିଗଚ୍ ଦେକ୍ଲା । ଆରି ସେ ଗଚେ କେତେଟା ପଲ୍ ଦାରିରଇସି ବଲି ବାବିକରି ଗଚ୍ବୁନ୍ଦେ ଗାଲା । ମାତର୍ ଗଚ୍ଲଗେ ଜାଇକରି ଦେକ୍ଲାଜେ, ଗଟେକ୍ ମିସା ପଲ୍ ମିଲେ ନାଇ । କାଇକେବଇଲେ, ସେଟା ଡୁମ୍ରିପଲ୍ ଦାର୍ବା ଦିନ୍ ନ ରଇଲା । အခန်းကိုကြည့်ပါ။ |