19 ଆରି ସେଦିନର୍ ସଞ୍ଜ୍ ଅଇଲାକେ ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ନଅରେଅନି ବାରଇକରି ଉଟିଗାଲାଇ ।
ଏ କାତା କଇକରି ଜିସୁ ସେମନ୍କେ ଚାଡି ଜିରୁସାଲମେଅନି ବେତ୍ନିଆଇ ଗାଲା । ସେ ତେଇ ଗଟେକ୍ ରାତି ବିତାଇଲା ।
ତାର୍ପଚେ ଜିସୁ ଜିରୁସାଲାମ୍ ଆସିକରି ପର୍ମେସରର୍ ଗର୍ ବିତ୍ରେ ପୁର୍ଲା । ଆରି ଚାରିବେଡ୍ତି ରଇଲା ସବୁ ଜିନିସ୍ମନ୍ ନିମାନ୍ କରି ଦେକ୍ଲା । ସେ ବେଲା ବେସି ଅଲ୍ସମ୍ ଅଇଗାଲାଜେ, ସେ ବାର୍ଟା ସିସ୍ମନର୍ ସଙ୍ଗ୍ ବେତ୍ନିଆ ନାଉଁର୍ ଗାଏଁ ଉଟିଜାଇକରି ତେଇ ରଇଲା ।
ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା ।
ସେଟାର୍ ପାଇ ତମର୍ ଲଗେ ଉଜଲ୍ ରଇତେସେ ଉଜଲ୍ ପାରା ରଇବା ମର୍କାତା ବିସ୍ବାସ୍ କରା । ତେବେ ତମେ ଉଜଲର୍ ଲକ୍ ଅଇସା ” ବଲିକରି କଇଲା । ଜିସୁ ଏ କାତା କଇକରି ଉଟିଗାଲା ଆରି ସେମନ୍କେ ନ ଦେକାଇଅଇକରି ରଇଲା ।