2 ତମେ ଆମର୍ ମୁଆଟେ ରଇଲା ଗାଏଁ ଜା । ତମେ ଗାଉଁ ବିତ୍ରେ ଜିବାବେଲେ, ଗଟେକ୍ ଗଦ ପିଲା ବାନ୍ଦିରଇଲାଟା ଦେକ୍ସା । ସେ ଗଦ ପିଲାର୍ ଉପ୍ରେ ଏବେଜାକ କେ ମିସା ଚଗତ୍ ନାଇ । ତାକେ ମେଲିକରି ମର୍ଲଗେ ଦାରିଆସା ।
ଜିସୁ ଆରି ତାର୍ ସିସ୍ମନ୍ ଜିରୁସାଲାମ୍ ଲଗାଲଗି ଅଇକରି ଜିତ୍ ନାଉଁର୍ ଡଙ୍ଗର୍ଲଗେ ରଇଲା ବେତ୍ପାଗି ଆରି ବେତ୍ନିଆ ନାଉଁର୍ ଗାଏଁ କେଟ୍ଲାଇ । ଜିସୁ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକିକରି ସେମନ୍କେ କଇଲା,
ଜଦି କେ ତମ୍କେ କାଇକେ ମେଲିକରି ନେଲାସ୍ନି ? ବଲି ପାଚାର୍ଲେ, ମାପ୍ରୁକେ ଦର୍କାର୍ ଆଚେ ଆରି ସେ ତମ୍କେ ଦାପ୍ରେସେ ବାଉଡାଇଦେଇସି । ବଲି ସେମନ୍ ଜିବା ଆଗ୍ତୁ ସେମନ୍କେ ପାଟାଇଦେଲା ।