ମାର୍କ 11:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଜିସୁ ସେମନ୍କେ କଇଲା, “ତମେ ପର୍ମେସରର୍ ତେଇ ବିସ୍ବାସ୍ କରିରୁଆ । အခန်းကိုကြည့်ပါ။ |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।