23 ମୁଇ ତମ୍କେ ସତ୍ କାତା କଇଲିନି, ଜେ ନିଜର୍ ମନେ ଅଇସି କି ନଏ ବଲିକରି ଏନେ ତେନେ ନ ଅଇ, ସେ କଇବା କାତାଇ ବିସ୍ବାସ୍ କରି, ‘ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ।’ ବଲି କଇଲେ ସେଟା ସେନ୍ତାରି ଅଇସି ।
ଜିସୁ ଜଅନର୍ କବର୍ ସୁନ୍ଲା ଦାପ୍ରେ ଡଙ୍ଗାଇ ଚଗ୍ଲା ଆରି ଗଟେକ୍ କିନରା ଜାଗାଇ ଗାଲା । ତେଇ ସେ ଜିବାଟା ଜାନିକରି ଲଗର୍ ପାକର୍ ସଅରେ ଅନି କେତେକ୍ କେତେକ୍ ଲକ୍ମନ୍ ଗାଡ୍ କଣ୍ଡିକଣ୍ଡି ଇଣ୍ଡି ଜିସୁର୍ ପଚେ ପଚେ ଗାଲାଇ ।
ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ତମର୍ ମନେ ଅଇସି କି ନ ଅଏ ବଲି ଅଲପ୍ ମିସା ନ ବାବିକରି ଜଦି ପୁରାପୁରୁନ୍ ବିସ୍ବାସ୍ କର୍ସା ବଇଲେ ମୁଇ ଏ ଡୁମ୍ରି ଗଚ୍କେ ଜେନ୍ତି କରିଆଚି, ତମେ ମିସା ସେନ୍ତି କରିପାରାସ୍ । ସେତ୍କି ଆକା ନଏଁ, ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ବଲି କଇଲେ ମିସା ସେଟା ଅଇସି ।
ଜିସୁ ସେମନ୍କେ କଇଲା, “ଗଟେକ୍ ସର୍ସୁ ମୁଞ୍ଜି ପାରା ତମର୍ ବିସ୍ବାସ୍ ରଇସି ବଇଲେ ତମେ ବଡ୍ ଗଚ୍କେ ଜିକିଅଇ ସମ୍ଦୁରେ ଜାଇ ରପିଅ ବଲି କଇଲେ ସେ ଗଚ୍ ତମର୍ କାତା ମାନ୍ସି ।”
ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା ।
ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।