25 ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
ସେଟାର୍ପାଇ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍,
ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ ।
ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।”
ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
“ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି ।
ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।
ସେ ଦୁଇଟା ସାକିମନ୍ ଜଗତର୍ ମାପ୍ରୁର୍ ମୁଆଟେ ଟିଆଅଇବା ଜିତ୍ ଗଚ୍ ଆରି ଦୁଇଟା ବତି ଅଇଆଚତ୍ ।