26 ମାତର୍ ତମେ କେମା ନ କଲେ, ତମର୍ ସରଗର୍ ବାବା ମିସା ତମ୍କେ କେମା ନ ଦେଏ ।”
ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”
“ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି ।
ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।”