27 ସେମନ୍ ଆରିତରେକ୍ ଜିରୁସାଲାମେ ଆଇଲାଇ । ଜିସୁ ମନ୍ଦିରର୍ ଦୁଆରେ ବୁଲ୍ବାବେଲେ ମୁକିଅ ପୁଜାରିମନ୍, ନିୟମ୍ ସିକାଉମନ୍ ଆରି ପାର୍ଚିନ୍ମନ୍ ତାର୍ ଲଗେ ଆସି ପାଚାର୍ଲାଇ,
“ତୁଇ କାଇ ଅଦିକାରେ ଏ ସବୁ କାମ୍ମନ୍ କଲୁସ୍ନି ? ଆରି ଏ ସବୁ କାମ୍ମନ୍ କର୍ବାକେ ତକେ କେ ଅଦିକାର୍ ଦେଲାଆଚେ ?”
ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
ତେଇ ଜିସୁ ମନ୍ଦିରେ ସଲ୍ମନର୍ ମଣ୍ଡପେ ବୁଲ୍ତେରଇଲା ।
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।