6 ସେମନ୍କେ ଜିସୁ ଜେନ୍ତି କଇବାକେ କଇରଇଲା, ସେନ୍ତାରିସେ ସିସ୍ମନ୍ ଲକ୍ମନ୍କେ କଇଲାଇ । ତାର୍ପଚେ ସେ ଲକ୍ମନ୍ “ଗଦ ପିଲାକେ ନିଆ ।” ବଲି କଇଲାଇ ।
ତେଇ ଟିଆଅଇରଇଲା କେତେଲକ୍ମନ୍ କଇଲାଇ, “ତମେ କାଇଟା କଲାସ୍ନି ? ଆରି କାଇକେ ଏ ଗଦ ପିଲାକେ ମେଲ୍ଲାସ୍ନି ?”
ସେମନ୍ ଗଦ ପିଲାକେ ଜିସୁର୍ ଲଗେ ଆନ୍ଲାଇ ଆରି ନିଜର୍ ନିଜର୍ ପଚିଆମନ୍ ଗଦ ପିଲାର୍ ପିଟି ଉପ୍ରେ ପାକାଇଲାଇ । ଆରି ଜିସୁ ଗଦ ଉପ୍ରେ ବସ୍ଲା ।