7 ସେମନ୍ ଗଦ ପିଲାକେ ଜିସୁର୍ ଲଗେ ଆନ୍ଲାଇ ଆରି ନିଜର୍ ନିଜର୍ ପଚିଆମନ୍ ଗଦ ପିଲାର୍ ପିଟି ଉପ୍ରେ ପାକାଇଲାଇ । ଆରି ଜିସୁ ଗଦ ଉପ୍ରେ ବସ୍ଲା ।
ସେମନ୍କେ ଜିସୁ ଜେନ୍ତି କଇବାକେ କଇରଇଲା, ସେନ୍ତାରିସେ ସିସ୍ମନ୍ ଲକ୍ମନ୍କେ କଇଲାଇ । ତାର୍ପଚେ ସେ ଲକ୍ମନ୍ “ଗଦ ପିଲାକେ ନିଆ ।” ବଲି କଇଲାଇ ।
ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।