8 ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।
ତେଇ ରଇଲା ଲକ୍ମନ୍ ଜିସୁ ଜିବା ବାଟେ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ଆରି କେତେକ୍ ଲକ୍ମନ୍ କଜ୍ରି ଡାଲ୍ ଆନି କରି ସେ ବାଟେ ଅଚାଇଦେଲାଇ ।
ସେମନ୍ ଗଦ ପିଲାକେ ଜିସୁର୍ ଲଗେ ଆନ୍ଲାଇ ଆରି ନିଜର୍ ନିଜର୍ ପଚିଆମନ୍ ଗଦ ପିଲାର୍ ପିଟି ଉପ୍ରେ ପାକାଇଲାଇ । ଆରି ଜିସୁ ଗଦ ଉପ୍ରେ ବସ୍ଲା ।
ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜିବା ଲକ୍ମନ୍ ବେସି ଆଉଲିଅଇ ଏନ୍ତି କଇତେରଇଲାଇ, “ଅସାନା, ପର୍ମେସର୍କେ ଡାକ୍ପୁଟା କରା । ପର୍ମେସର୍ ତାକେ ଆସିର୍ବାଦ୍ କଲାଆଚେ ।