9 ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜିବା ଲକ୍ମନ୍ ବେସି ଆଉଲିଅଇ ଏନ୍ତି କଇତେରଇଲାଇ, “ଅସାନା, ପର୍ମେସର୍କେ ଡାକ୍ପୁଟା କରା । ପର୍ମେସର୍ ତାକେ ଆସିର୍ବାଦ୍ କଲାଆଚେ ।
ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜାଇତେ ରଇଲା ଲକ୍ମନ୍ ଆକ୍ମାରି କରି କଇଲାଇ, “ଦାଉଦର୍ ପଅକେ ଡାକ୍ପୁଟା କରା, ଜେ ମାପ୍ରୁର୍ ନାଉଁ ଦାରି ଆଇଲାନି ତାକେ ପର୍ମେସର୍ ଆସିର୍ବାଦ୍ କର । ପର୍ମେସରର୍ ଡାକ୍ପୁଟା କରା ।”
ମାତର୍ ମୁଇ କଇଲା କାତା ରଇସି, ମାପ୍ରୁର୍ ନାଉଁ ଦାରି ଜେ ଆଇଲାନି, ସେ କେଡେ କରମର୍ ଲକ୍ ବଲି ଏଟା ଜେବେ ଜାକ ନ କୁଆସ୍, ଆଜିଅନି ଆରି କେବେ ମକେ ଦେକି ନାପାରାସ୍ ।
ବେସି ଲକ୍ମନ୍ ଜିସୁକେ ସନ୍ମାନ୍ ଦେବାକେ ନିଜର୍ ନିଜର୍ ପଚିଆମନ୍ ବାଟେ ଅଚାଇଦେଲାଇ ଆରି ବିନ୍ଲକ୍ମନ୍ ଗଚର୍ ଡାଲ୍ପତର୍ ଆରି କେନ୍ଦାମନ୍ କାଟିଆନିକରି ବାଟେ ଅଚାଇଦେଲାଇ ।
ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”
ସେବେଲାଇ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ “ତାକେ ମରାଆ ! “ତାକେ ମରାଆ ! କୁର୍ସେ ଚଗାଆ !” ପିଲାତ୍ ସେମନ୍କେ କଇଲା, “ମୁଇ ତମର୍ ରାଜାକେ କୁର୍ସେ ଚଗାଇବି କି ?” ଏଟା ସୁନି ମୁକିଅ ପୁଜାରିମନ୍ କଇଲାଇ, “ସମ୍ରାଟ୍କେ ଚାଡିକରି ଆମର୍ ଆରି କେ ରାଜା ନାଇ ।”