31 ଆରି ପଚର୍ ମୁକିଅ ଆଦେସ୍ ଅଇଲାନି, ତମେ ନିଜ୍କେ ଆଲାଦ୍ କଲାପାରା ପଡିସାର୍ ଲକ୍କେ ମିସା ଆଲାଦ୍ କରା । ଏ ଦୁଇଟା ଆଦେସ୍ ଚାଡିକରି ଆରି କାଇ ମିସା ମୁକିଅ ଆଦେସ୍ ନାଇ” ବଲି କଇଲା ।
ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
“ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।”
ଏ କାତା ସୁନି ସେ ଲକ୍ ଜିସୁକେ କଇଲା, “ଏ ଗୁରୁ, ପର୍ମେସର୍ ଗଟେକ୍ ସେ, ତାକେ ଚାଡିଦେଲେ ଆରି କେ ମିସା ନାଇ । ଏ କାତା ତମେ ଟିକ୍ ବାବେ କଇଆଚାସ୍ ।
ସେ କଇଲା, “ତମେ ନିଜର୍ ସବୁ ଗାଗଡ୍, ମନ୍, ଆତ୍ମା ଆରି ବପୁ ଦେଇ ପର୍ମେସର୍କେ ଆଲାଦ୍ କରା । ଆରି ପଡିସାର୍ ଲକ୍ମନ୍କେ ନିଜର୍ ସମାନ୍ ଆଲାଦ୍ କରା ।”
କାଇକେ ବଇଲେ ସବୁ ନିୟମ୍ ଏ ଗଟେକ୍ ବାକିଅତେଇ ସିଦ୍ ଅଇସି, ତମେ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍କେ ଆଲାଦ୍ କରା ।
ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।