ମାର୍କ 12:37 - ସତିଅର୍ ବାଟ୍ ନୁଆ ନିୟମ୍ 202037 “ଜଦି ଦାଉଦ୍ ରାଜା ନିଜେ ମାପ୍ରୁବଲି କଇରଇଲା ବଇଲେ ପର୍ମେସର୍ ବାଚିକରି ପାଟାଇରଇବା ମସିଅ କେନ୍ତି ଦାଉଦର୍ ପିଲା ଅଇସି ?” ତେଇ ରଇଲା ବେସି ଲକ୍ମନ୍ ସାର୍ଦା ସଙ୍ଗ୍ ଏ କାତା ସୁନ୍ଲାଇ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”