42 ସାରାସାରି ଗଟେକ୍ ଗରିବ୍ ରାଣ୍ଡି ମାଇଜି ଦାନ୍ ଦେବା ପେଡିଲଗେ ଆସିକରି ଦୁଇଟା ସାନ୍ ତାମା କାସୁ ପୁରାଇଦେଲା । ସେ ଦୁଇଟା ଡାବୁର୍ ଦାମ୍ ଗଟେକ୍ ଟାଙ୍ଗାଇ ଅନି ମିସା ଉନା ।
ଆରି ଜନ୍ ଲକ୍ ମର୍ ପଚେ ପଚେ ଆଇବା ମୁକିଅ ନଇଲା ଗଟେକ୍ ସାନ୍ ସିସ୍କେ, ଗିଲ୍ସେକ୍ ପାନି ଦେଇସି, ସେ ମର୍ ସିସ୍ । ସେ ପୁରୁସ୍କାର୍ ପାଇସି ଆକା ।”
ମୁଇ ତମ୍କେ ସତ୍ କଇଲିନି, ତମର୍ ଉପ୍ରେ ଟିକ୍ ଅଇଲା ଜରିମନାର୍ ସାରାସାରି ଅଣା ମିସା ନ ଦେବା ଜାକ, ତେଇଅନି କୁଲାସ୍ ନ ଉଆସ୍ ।
ଜିସୁ ମନ୍ଦିର୍ ବିତ୍ରେ ଜାଇକରି ଚାନ୍ଦାଦେବା ପେଡିଲଗେ ବସିକରି ଲକ୍ମନ୍ ପର୍ମେସର୍କେ କେନ୍ତି ଚାନ୍ଦା ଦେଲାଇନି ବଲି ଦେକ୍ତେରଇଲା । ସାଉକାର୍ ଲକ୍ମନ୍ ଲଚେକ୍ ଲଚେକ୍ ଡାବୁ ଦେବାଟା ଦେକ୍ଲା ।
ତାର୍ପଚେ ଜିସୁ ତାର୍ ସିସ୍ମନ୍କେ ଲଗେ ଡାକି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ଏ ସବୁ ସାଉକାର୍ ଲକ୍ମନ୍ ଦେଲା ଡାବୁତେଇଅନି, ଏ ଅର୍କିତ୍ ରାଣ୍ଡି ମାଇଜି ଅଦିକ୍ ଦେଲାଆଚେ ।
ମୁଇ ତମ୍କେ କଇଲିନି, “କେନ୍ତିକଲେ ମିସା ସବୁ ଡାବୁ ନ ସୁଜ୍ବାଜାକ ସେ ଜାଗାଇଅନି ବାରଇ ଆସିନାପାରାସ୍ ।”
ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।
ବେସି ବଡ୍ ଦୁକ୍ କସ୍ଟ ପାଇ, ମୁର୍ଚି ରଇକରି, ତେଇ ସେମନ୍ ବେସି ସାର୍ଦା କଲାଇ । ତାକର୍ ସାର୍ଦା ଏତେକ୍ ବଡିଜାଇରଇଲା ଜେ ସେମନ୍ ଅର୍କିତ୍ ଅଇରଇଲେ ମିସା ତାକର୍ ବିସ୍ବାସି ବାଇମନର୍ ପାଇ ବେସି ବେସି ଦାନ୍ କଲାଇ ।