ମାର୍କ 13:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେମନ୍ ତମ୍କେ ବନ୍ଦିକରି ବିଚାର୍ କର୍ବା ବେଲେ ତେଇ କାଇଟା କଇବୁ ବଲିକରି ଆଗ୍ତୁ ଚିନ୍ତା କରାନାଇ । ତମେ କାଇଟା କଇବାର୍ ଆଚେ, ସେ କାତା ପର୍ମେସର୍ ତମ୍କେ ସମାନ୍ ବେଲାଇ ଦେଇସି । କାଇକେବଇଲେ ସେ ବେଲାଇ ତମେ ନିଜେ ନ କୁଆସ୍ ମାତର୍ ସୁକଲ୍ଆତ୍ମା ତମର୍ଟାନେଅନି କାତା କଇସି । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।