ମାର୍କ 13:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଜିସୁ ତାକେ କଇଲା, “ତୁଇ ଏ ବଡ୍ ବଡ୍ ପାକ୍ନାଇ ତିଆର୍ ଅଇଲା ପର୍ମେସରର୍ ଗର୍ ଦେକ୍ଲୁସ୍ନି ? ଏ ସବୁ ଗର୍ ନସ୍ଟ ଅଇଜାଇସି । ସବୁ ପାକ୍ନାମନ୍ ଡୁଲିକରି ମାଟିତେଇ ଏନେତେନେ ଅଇଜାଇସି, ଗଟେକ୍ ପାକ୍ନା ଆରି ଗଟେକ୍ ପାକ୍ନାର୍ ଉପ୍ରେ ନ ରଏ ।” အခန်းကိုကြည့်ပါ။ |