ମାର୍କ 13:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ସେଦିନ୍ମନ୍କେ ମୁଇଆକା କିରିସ୍ଟ । ବଲିକରି ମିଚ୍ କଇବା ବବିସତ୍ କଇବାଲକ୍, ବିନ୍ ବିନ୍ ରକାମର୍ ଚିନ୍ ଆରି କାବା ଅଇଜିବା କାମ୍ମନ୍ ଦେକାଇବାଇ । ପର୍ମେସର୍ ବାଚ୍ଲା ଲକ୍ମନ୍ ତମ୍କେ ମିସା ନାଡାଇବାକେ ଚେସ୍ଟା କର୍ବାଇ । အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।