24 ସେଦିନ୍ମନ୍କେ, ସେ ଦୁକର୍ ଗଟ୍ନା ଅଇଲାପଚେ ବେଲ୍ ଉଜଲ୍ ନ ଦେଇକରି ଆନ୍ଦାର୍ ଅଇଜାଇସି ଆରି ଜନ୍ ମିସା ଉଜଲ୍ ନ ଦେଏ ।
ସେଦିନ୍ମନ୍କେ କାଇ କାଇଟା ଅଇସି ସେ ବିସଇନେଇ ତମେ ଜାଗ୍ରତ୍ ଅଇ ରୁଆ । ସେଟାର୍ପାଇ, ଦେକା ସେ ବେଲା ନ ଆଇବା ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
ମାପ୍ରୁ ଆଇବା ଦିନ୍କେ ଜାଗି କରି, ସେଟାଜେନ୍ତି ଦାପ୍ରେ ଆଇସି, ସବୁ ବେଲେ ଦରମ୍ ଚଲାଚଲ୍ତି କର୍ବାର୍ ଆଚେ ।
ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।