29 ସେନ୍ତିସେ ତମେ ଏ ସବୁ ଗଟ୍ନା ଦେକ୍ବାବେଲେ, ମୁଇ ଆଇବା ଦିନ୍ କେଟ୍ଲା, ବଲିକରି ଜାନ୍ସା ।
“ଏବେ ଡୁମ୍ରି ଗଚର୍ ଉଦାଅରନ୍ ଅନି ଏ ବିସଇ ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କରି, କାଁଚାପତ୍ରିଆ ଡିସ୍ଲେ, କାରାଦିନ୍ କେଟ୍ଲା ବଲିକରି ତମ୍କେ କେ ନ କଇଲେମିସା ଜାନାସ୍ ।
ମୁଇ ତମ୍କେ ସତ୍କାତା କଇଲିନି, ଏ ଗଟ୍ନା ନ ଅଇବାଜାକ, ଏବେ ରଇଲା ଲକ୍ମନ୍ ନ ମରତ୍ ।
ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ ।