ମାର୍କ 13:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜିସୁ ସେମନ୍କେ କଇଲା, “ତମେ ଜାଗ୍ରତ୍ ଅଇକରି ରୁଆ, ତମ୍କେ କେ ମିସା ନ ନାଡାଅତ୍ । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।