ମାର୍କ 13:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 “ଏନ୍ତି ସବୁ ଅଇବା ବେଲା ତମେ ଜାଗ୍ରତ୍ ରୁଆ । ଲକ୍ମନ୍ ତମ୍କେ ବାନ୍ଦିକରି ବିଚାର୍ କର୍ବା ଲକ୍ମନ୍କେ ସର୍ପିଦେବାଇ । ସେମନ୍ ନିଆଇ କର୍ବା ଜାଗାଇ ତମ୍କେ ମାରିପାକାଇବାଇ । ତମେ ମର୍ ସିସ୍ ଅଇରଇବା ଲାଗି, ସାସନ୍ କର୍ବା ଲକ୍ମନର୍ଟାନେ ଆରି ରାଜାମନର୍ ମୁଆଟେ ଟିଆ କରାଇବାଇ । ତମେ ମର୍ଟାନେ ବିସ୍ବାସ୍ କଲା ବିସଇ ତେଇ ସାକି ଦେଇସା । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।