ମାର୍କ 14:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେ ମୁକିଅ ପୁଜାରିମନ୍ ଜିଉଦାର୍ କାତା ସୁନିକରି ବେସି ସାର୍ଦା ଅଇଗାଲାଇ । ଏ କାମ୍ କଲେ ସେମନ୍ ଇସ୍କାରିୟତ୍ ଜିଉଦାକେ ଡାବୁ ଦେବୁ ବଲିକରି ପର୍ମାନ୍ କରି କଇଲାଇ । ସେଟାର୍ପାଇ ଇସ୍କାରିୟତ୍ ଜିଉଦା ଜିସୁକେ ମୁକିଅ ପୁଜାରିମନ୍କେ ଦାରାଇ ଦେବାକେ ବେଲା କଜ୍ଲା । အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।