13 ସେଟାର୍ପାଇ ଜିସୁ ତାର୍ ଦୁଇଟା ସିସ୍ମନ୍କେ ଡାକିକରି କଇଲା ତମେ ଗଡେ ଜା । ତେଇ ଗଟେକ୍ ବଡ୍ଟା ଆଣ୍ଡିତେଇ ପାନି ନେବା ଲକ୍କେ ଦେକ୍ସା । ତମେ ତାର୍ ପଚେ ପଚେ ଜା ।
କାଇକେବଇଲେ ମୁଇ ମର୍ ଉପ୍ରର୍ ଅଦିକାରିର୍ ତଲେ କାମ୍ କଲିନି, ଅଇଲେ ମିସା ମର୍ ତଲେ କେତେ କେତେ ସନିଅମନ୍ ଆଚତ୍ । ସେମନର୍ ବିତ୍ରେଅନି ଜଦି ମୁଇ ଗଟେକ୍ ଲକ୍କେ ଜାଆ ବଲି ଆଦେସ୍ ଦେଲେ, ସେ ଜାଇସି । ବିନ୍ଟାକେ ଆଉ ବଲି କଇଲେ ସେ ଆଇସି । ସେନ୍ତିସେ ମର୍ ଗତି ଦାଙ୍ଗ୍ଡାକେ ଏଟା କର୍ ବଲି କଇଲା ଦାପ୍ରେ ସେ ସେଟା କର୍ସି ।”
କମିର୍ ନ ମିସାଇକରି ରୁଟି ତିଆର୍କରି କାଇବା ବଜିର୍ ପରବର୍ ପର୍ତୁମ୍ ଦିନେ, ରକିଆ ପାଇବା ପରବେ ମେଣ୍ଡାପିଲା ପୁଜ୍ବାଇ । ସେଦିନେ ଜିସୁର୍ ସିସ୍ମନ୍ ତାକେ “ତର୍ପାଇ ରକିଆ ପାଇବା ପରବର୍ ବଜି ସବୁ ଟିକ୍ କର୍ବାକେ ଆମେ କନ୍ ଜାଗାଇ ଜିବୁ ବଲିକରି ତୁଇ ମନ୍ କଲୁସ୍ନି ?”
ସେ ପାନିନେବା ଲକ୍ ଗଟେକ୍ ଗରେ ପୁର୍ସି । ତମେ ମିସା ସେ ଗର୍ ବିତ୍ରେ ପୁରିକରି ସେ ଗରର୍ ସାଉକାର୍କେ କୁଆ, “ଆମର୍ ଗୁରୁ ପାଚାର୍ଲାନି, ମୁଇ ମର୍ ସିସ୍ମନର୍ ସଙ୍ଗ୍ ରକିଆ ପାଇବା ପରବର୍ ବଜି କର୍ବା ବାକ୍ରା କନ୍ତି ଆଚେ ?
ମୁଇ ତମ୍କେ ଜନ୍ ଆଦେସ୍ ଦେଇଆଚି, ସେଟା ମାନ୍ସା ବଇଲେ ତମେ ମର୍ ମଇତର୍ମନ୍ ।
ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ ।
ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।