16 ତାର୍ ପଚେ ଦୁଇଟା ସିସ୍ମନ୍ ସେ ଗରେ ଗାଲାଇ । ତେଇ ଜିସୁ ସେମନ୍କେ ଜେନ୍ତି କଇରଇଲା, ସବୁ ସେନ୍ତି ଦେକ୍ଲାଇ । ସେଟାର୍ପାଇ ସେମନ୍ ତେଇ ନିସ୍ତାର୍ ପରବର୍ ବଜି ତିଆର୍କଲାଇ ।
ସେ ଗରର୍ ସାଉକାର୍ ତମ୍କେ ଗର୍ ଉପ୍ରେ ରଇବା ନିମାନ୍ ସଜାଇଅଇରଇଲା ଗଟେକ୍ ବଡ୍ଟା ବାକ୍ରା ଦେକାଇଦେଇସି । ତେଇ ଆମର୍ପାଇ କାଇବା କାଦି ତିଆର୍କରା ।” ବଲି ପାଟାଇଲା ।
ସଞ୍ଜ୍ ଅଇଲାକେ ଜିସୁ ତାର୍ ସିସ୍ମନ୍କେ ଡାକିନେଇ ତେଇ କେଟ୍ଲା ।
ସେମନ୍ ଜାଇକରି ଜିସୁ ସେମନ୍କେ ଜେନ୍ତି କଇରଇଲା ସେନ୍ତିସେ ଦେକ୍ଲାଇ । ଆରି ନିସ୍ତାର୍ ପରବର୍ ବଜି ତିଆର୍ କଲାଇ ।
ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା । “ମୁଇ ତମ୍କେ ପାଟାଇଲାବେଲେ ବେସ୍ନି, ମୁନା ଆରି ପାଣ୍ଡଇ ନ ନେବାକେ କଇରଇଲି । ସେବେଲାଇ ତମ୍କେ କାଇ ଅବାବ୍ ଅଇଲା କି ?” “ନାଇ, କାଇଟା ମିସା ଅବାବ୍ ଅଏ ନାଇ ।” ବଲି କଇଲାଇ ।
ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”