2 ମାତର୍ ସେମନ୍ କଇଲାଇ, “ପରବ୍ ଦିନ୍ମନ୍କେ ତାକେ ବନ୍ଦିକରି ନଏଁ । କାଇକେବଇଲେ ଲକ୍ମନ୍ ଗଣ୍ଡ୍ଗଲ୍ କର୍ବାଇ ।”
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ମାତର୍ ସେମନ୍ କଇଲାଇ, “ଆମେ ପରବ୍ ବେଲେ ଏ କାମ୍ କର୍ବାଟା ଟିକ୍ ନଏଁ । ସେ ବେଲେ ଲକ୍ମନ୍ ଗଣ୍ଡ୍ଗଲ୍ ମିସା କରିପାରତ୍ ।”
ତେଇ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ଏ କାତା ସୁନି, ଜିସୁକେ କେନ୍ତି ମରାଇବାର୍ ଅଇସି ବଲି ଚେସ୍ଟା କର୍ତେରଇଲାଇ । ମାତର୍ ଲକ୍ମନ୍କେ ଡର୍ତେରଇଲାଇ । କାଇକେବଇଲେ ଲକ୍ମନ୍ ସେ ସିକାଇଦେବା ବିସଇ କାବା ଅଇକରି ବେସି ମନ୍ କରି ସୁନ୍ତେରଇଲାଇ ।
ମାତର୍ ଲକ୍ମନର୍ଟାନେଅନି ବଲି କଇବାକେ ଆମ୍କେ ଡର୍ ଲାଗ୍ଲାନି । କାଇକେ ବଇଲେ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ସେମନ୍ ସବୁଲକ୍ ବିସ୍ବାସ୍ କଲାଇନି ।”
ନିସ୍ତାର୍ ପରବ୍ ଆରି କମିର୍ ନ ମିସାଇ ରୁଟି କାଇବା ପରବ୍ ଅଇବାକେ ଆରି ଦୁଇଦିନ୍ ବାକିରଇଲା । ସେବେଲେ ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ କେ ନାଜାନ୍ତେ ଜିସୁକେ କେନ୍ତି ବନ୍ଦିକରି ମରାଇଅଇସି ବଲିକରି ବୁଦି ପାଁଚ୍ତେରଇଲାଇ ।
ଜିସୁ ବେତ୍ନିଆ ଗଡେ ଆଗ୍ତୁ ବଡ୍ ରଗ୍ ଅଇଲା ସିମନର୍ ଗରେ କାଇବାକେ ବସ୍ଲାବେଲେ, ଗଟେକ୍ ମାଇଜି କାଁଚେ ବେସି ଦାମ୍ ଦେବା ବାସ୍ନା ଚିକନ୍ ଆନିକରି କାଁଚର୍ ଗାଲା ବାଙ୍ଗାଇ, ଜିସୁର୍ ମୁଣ୍ଡେ ରକଇଦେଲା ।
ମାତର୍ ଆମେ ଲକ୍ମନର୍ତେଇଅନି ବଲି କଇଲେ ସବୁ ଲକ୍ ଆମ୍କେ ପାକ୍ନା ମାର୍ବାଇ । କାଇକେ ବଇଲେ, ଜଅନ୍ ସତଇସେ ପର୍ମେସରର୍ତେଇ ଅନି ଆଇଲା ବବିସତ୍ବକ୍ତା ବଲି ଆମର୍ ଜିଉଦି ଲକ୍ମନ୍ ବିସ୍ବାସ୍ କଲାଇନି ।
କମିର୍ ନ ପାକାଇ ରୁଟି ତିଆର୍ କର୍ବା ପରବ୍ ଜାକେକି ନିସ୍ତାର୍ ପରବ୍ ବଲି ମିସା କଇବାଇ, ସେ ପରବ୍ ଲଗାଲଗି କେଟି ଆଇତେ ରଇଲା ।
ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
ଜିସୁର୍ ଏ କାତା ସୁନିକରି କେତେକ୍ ଲକ୍ କଇଲାଇ, “ ସତ୍କାତା, ଏ ଲକ୍ ଗଟେକ୍ ପର୍ମେସର୍ ଟାନେଅନି ଆସିରଇବା ବବିସତ୍ବକ୍ତା !”