20 ଜିସୁ ସେମନ୍କେ କଇଲା, “ତମର୍ ବାର ଲକର୍ ବିତ୍ରେଅନି ଜନ୍ ଲକ୍ ମର୍ସଙ୍ଗ୍ ଗିନାତେଇ ରୁଟି ଚବାଲିଆଚେ, ସେ ଆକା ।”
ଜିସୁ କଇଲା, “ଜନ୍ ଲକ୍କି ମର୍ସଙ୍ଗ୍ ଗିନାତେଇ ରୁଟି ଚବାଲ୍ଲା, ସେ ଆକା ।” ସେ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।
ଜିସୁ ତାର୍ ସିସ୍ମନ୍କେ ଏ କାତା କଇବା ବେଲେ ତାର୍ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ନାଉଁର୍ ସିସ୍ ଆସି କେଟ୍ଲା । ତାର୍ ସଙ୍ଗ୍ କାତି କାଣ୍ଡା ଆରି ଟେଙ୍ଗ୍ ଡାଙ୍ଗ୍ ଦାରି ବେସି ଲକ୍ ତେଇ ଟୁଲ୍ ଅଇଲାଇ । ସେମନ୍କେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ପାଟାଇରଇଲାଇ ।
ଏ କାତା ସୁନିକରି ସିସ୍ମନ୍ ବେସି ମନ୍ଦୁକ୍ ଅଇଲାଇ । ସବୁଲକ୍ ଗଟେକ୍ ଗଟେକ୍ ଅଇକରି ଜିସୁକେ ସେଲକ୍ ମୁଇ କି ? ବଲିକରି ପାଚାର୍ଲାଇ ।
“ମର୍ ବିସଇ ପର୍ମେସରର୍ ସାସ୍ତରେ କେନ୍ତି ଲେକା ଅଇଲାଆଚେ, ସେନ୍ତିସେ ସବୁ ଅଇଲାନି, ସେଟା ସତ୍ସେ, ମାତର୍ ଜାର୍ଟାନେଅନି ନର୍ପିଲା ମୁଇ ସତ୍ରୁମନର୍ ଆତେ ଦାରାଇଅଇବି, ସେ ବେସି ବଡ୍ ଡଣ୍ଡ୍ ପାଇବାଲକ୍ ଆରି ସେ ଜନମ୍ ନ ଅଇରଇଲେ ନିକ ଅଇତା ।”
ସେ ଦାପ୍ରେ ଜିସୁ ଏ କାତା କଇବାବେଲା, ବାର୍ଟା ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଇସ୍କାରିୟତ୍ ଜିଉଦା ଆସି କେଟ୍ଲା । ଆରି ତାର୍ ସଙ୍ଗ୍ ବେସି ଲକ୍ମନ୍ ରଇଲାଇ । ସେ ଲକ୍ମନର୍ ଆତେ କାଣ୍ଡା ଆରି ଟେଙ୍ଗ୍ ଦାରିରଇଲାଇ । ସେ ଲକ୍ମନ୍କେ ମୁକିଅ ପୁଜାରିମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ମୁକିଅ ଜିଉଦି ନେତାମନ୍, ପାଟାଇ ରଇଲାଇ ।
ଜେଡେବଲ୍ ଜିସୁ ଏ କାତା କଇତେରଇଲା ଗାଦି ଲକ୍ମନ୍ ତେଇ ଆଇଲାଇ । ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଜିଉଦା ନାଉଁର୍ ସିସ୍, ସେମନର୍ ଆଗ୍ତୁ ଅଇ ସେମନ୍କେ ଡାକିଆନ୍ଲା, । ଆରି ଜିସୁକେ ଚୁମିକରି ସେମନ୍କେ ଚିନାଇଦେଲା ।
ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା ।