ମାର୍କ 14:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତାର୍ପଚେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି ସବୁ ଲକ୍କେ କାଇବାକେ ଦେଲାଜେ ସେମନ୍ କାଇଲାଇ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ ବିନ୍ଦିନ୍ ମନର୍ଟାନେଅନି ଗଟେକ୍ ଦିନ୍ ସୁବ୍ ବଲି ବାବ୍ବାଇ, ସେମନ୍ ପର୍ମେସର୍କେ ସାର୍ଦା କରାଇବାକେ ସେନ୍ତାରି ବାବ୍ବାଇ । ସେନ୍ତାରିସେ, ଜନ୍ଲକ୍ମନ୍ ସବୁ ରକାମ୍ କାଦି କାଇବାଇ, ସେଟା ପର୍ମେସର୍କେ ସାର୍ଦା କରାଇବାକେ କର୍ବାଇ ଆରି ସେଟାର୍ପାଇ ତାକେ ଦନିଅବାଦ୍ ଦେବାଇ । ଆରି ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ କାଇବାଇ, ସେମନ୍ ସେଟା ପର୍ମେସର୍ ସାର୍ଦା ଅଇସି ବଲି କାଇଲାଇନି ଆରି ସେମନ୍ ମିସା ତାକେ ଦନିଅବାଦ୍ ଦେଲାଇନି ।